ଆଇପିଏସ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ 
 

Odisha Effects Major IPS Reshuffle
ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ 

ଓଡ଼ିଆ ଗସିପ୍ ବ୍ୟୁରୋ: ରାଜ୍ୟରେ ଆଇପିଏସ ସ୍ତରରେ ବଡ଼ଧରଣର ଅଦଳବଦଳ ହୋଇଛି । ସରକାର ୩ ଜଣ ଏସ୍‌ପିଙ୍କୁ ବଦଳି କରିଛନ୍ତି । 

ଅଧିକ ପଢନ୍ତୁ : ଆଜିଠୁ ଆରମ୍ଭ ହେଲା ଗୃହ ଲକ୍ଷ୍ମୀ ଯୋଗ, ଏହି ୩ ରାଶିଙ୍କ ବଦଳିବ ଭାଗ୍ୟ, ବର୍ଷିବ ଧନ!

ମୟୁରଭଞ୍ଜ ଏସପି ଥିବା ବି ଗଙ୍ଗାଧରଙ୍କୁ ରାଜ୍ୟ ପୋଲିସ ମୁଖ୍ୟାଳୟକୁ ବଦଳି କରାଯାଇଛି । ନବରଙ୍ଗପୁର ଏସପି ଥିବା ଏସ ସୁଶ୍ରୀଙ୍କୁ ମୟୁରଭଞ୍ଜ ଏସପି ଦାୟିତ୍ୱ ଦିଆଯାଇଛି । ବାଲିଗୁଡା ଏସଡ଼ିପିଓ ରୋହିତ ବର୍ମାଙ୍କୁ ନବରଙ୍ଗପୁର ଏସପି ଦାୟିତ୍ୱ ଦିଆଯାଇଛି ।

ଅଧିକ ପଢନ୍ତୁ : ୨୦୨୪ ରେ ଏହି ୫ ରାଶିର ଲୋକଙ୍କ ବଦଳିବ ଭାଗ୍ୟ, ବର୍ଷ ସାରା ଖାଲି ଟଙ୍କା ହିଁ ଟଙ୍କା!

Share this story