ଓଏଏସ୍‌‌ ସ୍ତରରେ ବଡ଼ ଧରଣର ଅଦଳ ବଦଳ କଲେ ରାଜ୍ୟ ସରକାର, ବଦଳିଲେ ୨୨୦ ଓଏଏସ୍‌
 

Odisha govt effects major reshuffle of OAS officers
ବଦଳିଲେ ୨୨୦ ଓଏଏସ୍‌
 

ଓଡ଼ିଆ ଗସିପ୍ ବ୍ୟୁରୋ: ରାଜ୍ୟ ସରକାର ଓଏଏସ୍‌ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି । ଶନିବାର ବିଳମ୍ୱିତ ସନ୍ଧ୍ୟାରେ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ୨୨୦ଜଣ ଓଏଏସ୍‌ ଅଫିସରଙ୍କୁ ନୂତନ ସ୍ଥାନରେ ଅବସ୍ଥାପିତ କରାଯାଇଛି । 

ଅଧିକ ପଢ଼ନ୍ତୁ: ଶନିଙ୍କ ଆର୍ଶିବାଦରୁ ଚମକିବ ୫ ରାଶିଙ୍କ ଭାଗ୍ୟ, ଆସୁଛି ଭଲ ସମୟ, କୋଟିପତି ହେବେ ଏହି ସବୁ ରାଶି!

ଏହି ଅଧିକାରୀମାନଙ୍କୁ ୨୫ତାରିଖ ସୁଦ୍ଧା ନିଜର ନୂଆ ସ୍ଥାନରେ ଯୋଗ ଦେବାକୁ କୁହାଯାଇଛି । ଆଗକୁ ସାଧାରଣ ନିର୍ବାଚନ ଥିବାରୁ ଏଥିପାଇଁ ସରକାର ପ୍ରସ୍ତୁତି କ୍ରମରେ ଏହି ଅଦଳବଦଳକୁ ସ୍ୱାଭାବିକ ମନେ କରାଯାଉଛି ।

ଅଧିକ ପଢ଼ନ୍ତୁ: ସତର୍କ ରୁହନ୍ତୁ ଏହି ରାଶିର ଲୋକ; ଜାଣନ୍ତୁ କେମିତି କଟିବ ଏହି ସପ୍ତାହ, ପଢନ୍ତୁ ଏ ସପ୍ତାହର ରାଶିଫଳ…

Share this story