ପୁଣି ଏହି ତାରିଖରୁ ରାଜ୍ୟବ୍ୟାପୀ ବସ ଧର୍ମଘଟକୁ ନେଇ ଘରୋଇ ବସ୍ ମାଲିକ ସଂଘର ବଡ ନିଷ୍ପତ୍ତି
 

Odisha Private Bus Owners Association threatens statewide protest from December 1
ରାଜ୍ୟବ୍ୟାପୀ ବସ ଧର୍ମଘଟକୁ ନେଇ ଘରୋଇ ବସ୍ ମାଲିକ ସଂଘର ବଡ ନିଷ୍ପତ୍ତି
 

ଓଡ଼ିଆ ଗସିପ୍ ବ୍ୟୁରୋ: ଆଜି ଅଲ ଓଡିଶା ଘରୋଇ ବସ୍ ମାଲିକ ସଂଘର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହେଇଥିଲା। ଏହି ବୈଠକରେ ଘରୋଇ ବସ୍ ମାଲିକ ସଂଘ ରାଜ୍ୟ ସଭାପତି ଲୋକନାଥ ପାଣି ଓ ରାଜ୍ୟ ସାଧାରଣ ସମ୍ପାଦକ ଦେବେନ୍ଦ୍ର ସାହୁ ସହ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଘରୋଇ ବସ ମାଲିକ ସଂଘ କର୍ମକର୍ତ୍ତା ଯୋଗ ଦେଇଥିଲେ। 

ଅଧିକ ପଢନ୍ତୁ :ଦୀପାବଳିରେ ଦୁର୍ଲଭ ସଂଯୋଗ, ସୃଷ୍ଟି ହେଉଛି ରାଜଯୋଗ, ଏହି ତିନି ରାଶି ଉପରେ ବର୍ଷିବ ଧନ

ଆଜି ବିଭିନ୍ନ ଦାବି ଉପରେ ଚର୍ଚ୍ଚା ହେଇଥିଲା । ବିଭିନ୍ନ ଦାବିକୁ ନେଇ  ଆସନ୍ତା ୨୨ ତାରିଖରେ ବିଧାନସଭା ସମ୍ମୁଖରେ ଧାରଣା ଦେବା ସହ ଆସନ୍ତା ଡ଼ିସେମ୍ବର ୧ ତାରିଖରେ ରାଜ୍ୟବ୍ୟାପୀ ବସ୍ ଧର୍ମଘଟ କରିବାକୁ ନିଷ୍ପତି ନିଆଯାଇଥିବା ଘରୋଇ ବସ୍ ମାଲିକ ସଂଘ ରାଜ୍ୟ ସଭାପତି ପ୍ରକାଶ କରିଛନ୍ତି।

ଅଧିକ ପଢନ୍ତୁ :ଅନ୍ଧ କରିଦେଉଛି ଡାଇବେଟିସ୍‌, ତୁରନ୍ତ ଛାଡନ୍ତୁ ଏହି ୯ ଖାଦ୍ୟ, ଦୃଷ୍ଟିଶକ୍ତି ହ୍ରାସରୁ ବଞ୍ଚିଯିବେ!
 

Share this story