2023ରେ ବି ବାତ୍ୟା ଦେଖିବ ଓଡ଼ିଶା ! ଅକ୍ଚୋବରରେ ଭୟଙ୍କର ବାତ୍ୟା ନେଇ ଆକଳନ

cyclone to forecast in bay of bengal

ଓଡ଼ିଆ ଗସିପ୍ ବ୍ୟୁରୋ: ପୁଣି ଏକ ବାତ୍ୟା, ପୁଣି ଏକ ପ୍ରାକୃତିକ ଦୁର୍ବିପାକ । ପୁଣି ଏକ ବିପର୍ଯ୍ୟୟର ସାମ୍ନା କରିବାକୁ ଯାଉଛି ଓଡ଼ିଶା । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ହୋଇଥିବା ଆକଳନ ପରେ ଏଭଳି କିଛି ଆଶଙ୍କା ବଢ଼ିଛିା ଅକ୍ଟୋବର ପ୍ରଥମ ସପ୍ତାହରେ ବାତ୍ୟା ଆଶଙ୍କା ରହିଛିା

ଅଧିକ ପଢ଼ନ୍ତୁ: ପ୍ରତିଦିନ ସେକ୍ସ କଲେ ଶରୀରକୁ ମିଳିଥାଏ ଏହି ୧୦ଟି ଜବରଦସ୍ତ ଫାଇଦା, ଜାଣି ନାହାନ୍ତି ଯଦି ଏବେ ହିଁ ଜାଣି ରଖନ୍ତୁ 

ସେପ୍ଟେମ୍ବର ୨୮ରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ଘନିଭୂତ ହୋଇ ସାମୁଦ୍ରିକ ଝଡ଼ ଓ ପରେ ବାତ୍ୟାର ରୂପ ନେଇପାରୋ ଏହି ସମୟରେ ମୌସୁମୀ ପ୍ରତ୍ୟାବର୍ତ୍ତନ କରୁଥିବାରୁ ଲଘୁଚାପ ବାତ୍ୟାରେ ପରିଣତ ହେବାକୁ ପାଗ ଅନୁକୂଳ ହୋଇପାରେ ।

ଅଧିକ ପଢ଼ନ୍ତୁ: ଚାଣକ୍ୟ ନୀତି ଅନୁଯାୟୀ ଭୁଲ୍‌ରେ ବି ସ୍ତ୍ରୀଙ୍କୁ କୁହନ୍ତୁନି ଏହି ୪ ଟି କଥା, ଶାନ୍ତିରେ ବଞ୍ଚିବା ବି ହୋଇଯିବ କାଠିକର ପାଠ

ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ୧୫ ଦିନ ପୂର୍ବରୁ ହୋଇଥିବା ଆକଳନରେ ଏଭଳି କିଛି ପୂର୍ବାନୁମାନ କରାଯାଇଛିା ତାସହ ଅନ୍ୟ କିଛି ପାଣିପାଗ ମଡେଲ୍ ବି ଏନେଇ ସୂଚନା ଦେଇଛିା ତେବେ ଏହାର ପ୍ରଭାବ ଓ ଗତିପଥ କଣ ରହିବ ତାହା ଏଯାଏଁ ଜଣାପଡ଼ିନିା 

Share this story