୭ ହଜାର ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଲେ ପିଏଚଡ଼ି ଏଷ୍ଟିମେଟର
 

Odisha Vigilance Arrests PH Division Assistant Engineer In Rayagada
ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଲେ ପିଏଚଡ଼ି ଏଷ୍ଟିମେଟର
 

ଓଡ଼ିଆ ଗସିପ୍ ବ୍ୟୁରୋଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଲେ ଜନସ୍ବାସ୍ଥ୍ୟ ବିଭାଗ (ପିଏଚଡ଼ି) ଏଷ୍ଟିମେଟର । ରାୟଗଡ଼ା ଜନସ୍ବାସ୍ଥ୍ୟ ବିଭାଗ (ପିଏଚଡ଼ି) ଏଷ୍ଟିମେଟର ରମାକାନ୍ତ ମଲ୍ଲିକ ଜଣେ ଠିକାଦାରଙ୍କ ଠାରୁ ୭ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । 

ଅଧିକ ପଢ଼ନ୍ତୁ: ଏଣିକି ଗାଁରୁ ଗଡ଼ିବ ସରକାରୀ ଗାଡ଼ି, ଓଡିଶା ପହଞ୍ଚିଲା ଲାକ୍‌‌ମୀ ବସ୍‌‌ , ସୁଦୃଢ଼ ହେବ ଗ୍ରାମ୍ୟ ଅର୍ଥନୀତି

ସୂଚନା ମୁତାବକ ଝଞ୍ଜାବତୀ ନଦୀରେ ଥିବା ପମ୍ପ୍ ହାଉସ୍ ମରାମତି ବାବଦର ଏଷ୍ଟିମେଟ୍ କରିବା ପାଇଁ ଠିକାଦାର ସୁମନ୍ତ ପରିଡ଼ାଙ୍କ ଠାରୁ ଲାଞ୍ଚ ମାଗୁ ଥିଲେ ଫଳରେ ଠିକଦାର ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ।

ଅଧିକ ପଢ଼ନ୍ତୁ: ଓଏଏସ୍‌‌ ସ୍ତରରେ ଅଦଳ ବଦଳ କଲେ ରାଜ୍ୟ ସରକାର, ଜାଣନ୍ତୁ କେଉଁ ଅଧିକାରୀ କେଉଁଠି ପାଇଲେ ନିଯୁକ୍ତି

adimg

Share this story