ଟ୍ରାକ୍ଟରରେ ଗଣେଶ ମେଢ ନେବା ବେଳେ ୧୧ କେଭି ବିଦ୍ୟୁତ ସଂସ୍ପର୍ଷରେ ଆସି ଜଣେ ଛାତ୍ର ମୃତ, ୩ ଆହତ
 

One killed 3 injured in electrocution while coming with ganesh sculpture in Odisha
ଟ୍ରାକ୍ଟରରେ ଗଣେଶ ମେଢ ନେବାବେଳେ ଅଘଟଣ
 

ଓଡ଼ିଆ ଗସିପ୍ ବ୍ୟୁରୋ: ଗଣେଶ ମେଢ ନେବାବେଳେ ଅଘଟଣ । ୧୧ କେଭି ବିଦ୍ୟୁତ ସଂସ୍ପର୍ଷରେ ଆସି ଜଣେ ଛାତ୍ର ମୃତ୍ୟୁବରଣ କରିଥିବାବେଳେ ୩ ଜଣ ଛାତ୍ର ଆହତ ହୋଇଥିବା ବେଳେ ୨ ଜଣଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ଥିବା ଜଣା ପଡିଛି । 

ଅଧିକ ପଢ଼ନ୍ତୁ: ଚାଣକ୍ୟ ନୀତି ଅନୁଯାୟୀ ଭୁଲ୍‌ରେ ବି ସ୍ତ୍ରୀଙ୍କୁ କୁହନ୍ତୁନି ଏହି ୪ ଟି କଥା, ଶାନ୍ତିରେ ବଞ୍ଚିବା ବି ହୋଇଯିବ କାଠିକର ପାଠ

କଟକ ଜିଲ୍ଲା ନରାଜରେ ଥିବା ଏକ ଘରୋଇ ବିଶ୍ବବିଦ୍ୟାଳୟରେ ଘଟିଛି ଏହି ଅଘଟଣ ।

ଅଧିକ ପଢ଼ନ୍ତୁ: ସେକ୍ସ ଟାଇମିଂକୁ ନେଇ କନଫ୍ୟୁଜ୍ କି? ପାର୍ଟନରଙ୍କ ଶୀଘ୍ର ପତନ ପାଇଁ ଚିନ୍ତିତ ? ଜାଣନ୍ତୁ କଣ କରିବେ

ଛାତ୍ରମାନେ ଏକ ଟ୍ରାକ୍ଟରରେ ଗଣେଶ ପୂଜା ପାଇ ଗଣେଶ ମୂର୍ତ୍ତି ନେବା ସମୟରେ ବିଦ୍ୟୁତ ସଂସ୍ପର୍ଶରେ ଆସି ଏପରି ଅଘଟଣ ଘଟିଛି । ଦୁଇ ଆହତଙ୍କୁ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଉଭୟଙ୍କ ଅବସ୍ଥା ସଂକଟାପନ୍ନ ଥିବା ଜଣାପଡିଛି ।

ଅଧିକ ପଢ଼ନ୍ତୁ: ପ୍ରତିଦିନ ସେକ୍ସ କଲେ ଶରୀରକୁ ମିଳିଥାଏ ଏହି ୧୦ଟି ଜବରଦସ୍ତ ଫାଇଦା, ଜାଣି ନାହାନ୍ତି ଯଦି ଏବେ ହିଁ ଜାଣି ରଖନ୍ତୁ 

Share this story