ଆସନ୍ତା ୨୪ ଘଣ୍ଟା ପାଇଁ ଏହି ୧୩ ଜିଲ୍ଲାକୁ ଘଡଘଡି ସହ ବର୍ଷା ସମ୍ଭାବନା
 

Rain and lightning strike in these 13 districts for the next 24 hours
ଏହି ୧୩ ଜିଲ୍ଲାକୁ ଘଡଘଡି ସହ ବର୍ଷା ସମ୍ଭାବନା
 

ଓଡ଼ିଆ ଗସିପ୍ ବ୍ୟୁରୋ: ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟର ୧୩ ଜିଲ୍ଲାକୁ ଘଡ଼ଘଡି ସହ ବର୍ଷା ସମ୍ଭାବନା ରହିଛି । ଏ ନେଇ ଉକ୍ତ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।  

ଅଧିକ ପଢ଼ନ୍ତୁ: ଡାଇବେଟିସ ହେବା ପୂର୍ବରୁ ଶରୀରରେ ଦେଖା ଦିଏ ଏସବୁ ଲକ୍ଷଣ, ଜାଣି ନାହାନ୍ତି ଯଦି ଏବେ ହିଁ ଜାଣି ରଖନ୍ତୁ

ମୟୁରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, କନ୍ଧମାଳ, ଗଜପତି, ରାୟଗଡ଼ା, କଳାହଣ୍ଡି, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନାଗିରି ଆଦି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି ।  ସେଥିପାଇଁ ଏହି ସବୁ ଜିଲ୍ଲାଗୁଡିକୁ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । 

ଅଧିକ ପଢ଼ନ୍ତୁ: କାହିଁକି ହୁଏ ବ୍ଳଡ୍‌ କ୍ୟାନସର, ଏହା କେତେ ପ୍ରକାର ? ଜାଣନ୍ତୁ ଏହି ରୋଗର ଲକ୍ଷଣ କଣ...

ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

ଅଧିକ ପଢ଼ନ୍ତୁ: ଲିଭର ସୁସ୍ଥ ରହିଲେ ମିଳିବ ଅନେକ ରୋଗରୁ ରକ୍ଷା, ଜାଣନ୍ତୁ ଲିଭରକୁ ସଫା କରିବାର ୭ଟି ଉପାୟ

Share this story