ଉତ୍ତର ଓ ଦକ୍ଷୀଣ ଓଡ଼ିଶାରେ ଆଜି ବର୍ଷା ବିତ୍ପାତ; ଜାରି ହେଲା ୟେଲୋ ୱାର୍ଣ୍ଣିଂ
ଓଡ଼ିଆ ଗସିପ୍ ବ୍ୟୁରୋ; ଜନସାଧାରଣଙ୍କ ପାଇଁ ସତର୍କ ସୂଚନା । ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ଜିଲ୍ଲାଗୁଡିକରେ ବିସ୍ତୃତି ବର୍ଷା ସମ୍ଭାବନା ରହିଛି । ଏହା ସହ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡିକରେ ଅନେକ ସ୍ଥାନରେ ହଳୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ।
ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ଜିଲ୍ଲାଗୁଡିକରେ ବିସ୍ତୃତି ବର୍ଷା ସମ୍ଭାବନା ଥିବାବେଳେ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡିକରେ ଅନେକ ସ୍ଥାନରେ ହଳୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା |
— Meteorological Centre, Bhubaneswar (@mcbbsr) June 27, 2023
ଆଗାମୀ ୨୪ ଘଣ୍ଟା ପାଇଁ ଉତ୍ତରଓଡିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ପାଇଁ ୟେଲୋ ଚେତାବନୀ ଜାରି | pic.twitter.com/SsTT1xHh8C
ଆଗାମୀ ୨୪ ଘଣ୍ଟା ପାଇଁ ଉତ୍ତ ରଓଡିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ପାଇଁ ୟେଲୋ ଚେତାବନୀ ଜାରି କରାଯାଇଛି । ଆଜି ୧୧ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର।
Press Release on Low Pressure Area over North-interior Odisha and adjoining south Jharkhand and north Chhattisgarh & Heavy rainfall activity pic.twitter.com/m66bXpUXjC
— Meteorological Centre, Bhubaneswar (@mcbbsr) June 26, 2023