ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଜଣେ ଯୁବତୀ ଉଦ୍ଧାର, ୨ ଯୁବକକୁ ବାନ୍ଧିଲା ପୁଲିସ
 

Sex racket busted in Bolangir of Odisha Bengali young women rescued 2 Youth arrested
ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ
 

ଓଡ଼ିଆ ଗସିପ୍ ବ୍ୟୁରୋ: ପାଟଣାଗଡ ଏନ୍ଏସି ସ୍ଥିତ ଏକପଡାରୁ ସେକ୍ସ ରାକେଟ ଠାବ କରିଛି ପୁଲିସ। ଏଠାରେ ଏକ ଭଡ ଘରେ ଦେହ କାରବାର ହେଉଥିବା ବିଶେଷ ସୂତ୍ରରୁ ପୁଲିସ ଖବରପାଇ ଗତ ରାତିରେ ଚଢାଉ କରିଥିଲା। ଏହି ଘଟଣାରେ ଜଣେ ବଙ୍ଗୀୟ ଯୁବତୀଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଦୁଇ ଜଣ ଯୁବକ ଗିରଫ ହୋଇଛନ୍ତି।

ଅଧିକ ପଢ଼ନ୍ତୁ: ସ୍ବାମୀଙ୍କ ମୃତ୍ୟୁର ଦୁଃଖରେ କାନ୍ଦୁଥିବା ବେଳେ ସ୍ତ୍ରୀଙ୍କ ଚାଲିଗଲା ଜୀବନ, ଦୁହେଁ ଗୋଟିଏ ଜୁଇରେ ଏକାଠି ଜଳିଲେ 

ଦୀର୍ଘଦିନ ହେବ ଏଠାରେ ଏକ ଭଡ଼ା ଘରେ ସେକ୍ସ ରାକେଟ ଚାଲିଥିଲା ବୋଲି କୁହାଯାଉଛି। ଦୁଇଜଣ ଯୁବକଙ୍କୁ ଗିରଫକରି ଅଧିକ ପଚରାଉଚରା କରୁଥିବା ଜଣାପଡିଛି । ପୁଲିସ ଉକ୍ତ ଭଡା ଘରୁ ଆପତ୍ତିଜନକ ସାମଗ୍ରୀ ସହ ଦୁଇଟି ମୋବାଇଲ ଓ ନଗଦ ୨୫ ଶହ ଟଙ୍କା ଜବତ କରିଥିବା ଜଣାପଡିଛି। 

ଅଧିକ ପଢ଼ନ୍ତୁ: ୩୦ ବର୍ଷ ପରେ ଘଟିବାକୁ ଯାଉଛି ଏହି ଦୁର୍ଲଭ ଯୋଗ, ନବରାତ୍ରୀରେ ସମୟରେ ବଦଳିବ ଏହି ୩ ରାଶି ଜୀବନ...

ପାଟଣାଗଡ଼ ଥାନାରେ ଏହି ଘଟଣାକୁ ନେଇ ମାମଲା ରୁଜୁ କରି ଅଭିଯୁକ୍ତଙ୍କ ଡାକ୍ତରୀମାଇନା କରିବା ପରେ କୋର୍ଟ ଚାଲାଣ କରିବ ବୋଲି ପାଟଣାଗଡ଼ ଏସଡିପିଓ ଜ୍ୟୋତିର୍ମୟ ଭୁକ୍ତା ସୂଚନା ଦେଇଛନ୍ତି ।

ଅଧିକ ପଢ଼ନ୍ତୁ: ପ୍ରେମିକା ସହ ଶାରୀରିକ ସମ୍ପର୍କ ରଖୁଥିଲେ ଯୁବତୀ, ଦେଖିଦେବାରୁ ଦୁଇ ସାନ ଭଉଣୀଙ୍କୁ ହତ୍ୟା କଲା ବଡ ଭଉଣୀ 

Share this story