ଟ୍ରଲର ଓ ଟ୍ରାକ୍ଟର ମୁହାଁମୁହିଁ ଧକ୍କା, ଅକାଳରେ ଚାଲିଗଲା ହେଲପରଙ୍କ ଜୀବନ, ଚାଳକ ଗୁରୁତର
Dec 20, 2023, 21:14 IST

ଟ୍ରଲର ଓ ଟ୍ରାକ୍ଟର ମୁହାଁମୁହିଁ ଧକ୍କା
ଓଡ଼ିଆ ଗସିପ୍ ବ୍ୟୁରୋ: ମୟୁରଭଞ୍ଜ ଜିଲ୍ଲା ୧୮ ନମ୍ବର ଜାତୀୟ ରାଜପଥ କଳାବାଡିଆ ନିଲକମଲ୍ ହୋଟେଲ୍ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରଲର ଓ ଟ୍ରାକ୍ଟର ମୁହାଁମୁହିଁ ଧକ୍କା ଘଟିଛି। ଫଳରେ ଟ୍ରାକ୍ଟର ହେଲପରଙ୍କ ମୃତ୍ୟୁ ଘଟିଥିବା ବେଳେ ଚାଳକଙ୍କ ଅବସ୍ଥା ଗୁରୁତର ରହିଛି।
ଅଧିକ ପଢନ୍ତୁ :ସାଥୀଙ୍କୁ ଖୁସି କରିବାକୁ ଚାହୁଁ ଥିଲେ ପ୍ରତିଦିନ ରାତିରେ ଖାଆନ୍ତୁ...,ବୃଦ୍ଧି ପାଇବ ଯୌନ ଶକ୍ତି !
ଟ୍ରାକ୍ଟର ସମ୍ପୂର୍ଣ୍ଣ ଭାବେ ଚୂରମାର ହୋଇ ଯାଇଛି। ଖବର ପାଇ ଘଟଣା ସ୍ଥଳରେ ବାଙ୍ଗିରିପୋଷି ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଗୁରୁତର ଚାଳକଙ୍କୁ ବାରିପଦା ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜକୁ ସ୍ଥାନାନ୍ତର କରଯାଇଛି।
ଅଧିକ ପଢନ୍ତୁ :ଏହି ୩ଟି ରାଶି ଉପରେ ରହିବ ଶନିଦେବଙ୍କ କୃପା, ଖୁବଶୀଘ୍ର ବଦଳିବ ଏମାନଙ୍କ ଭାଗ୍ୟ