ଓଡ଼ିଆ ଚଳଚ୍ଚିତ୍ର ଜଗତର ପ୍ରଥମ ମହିଳା ଗୀତିକାରଙ୍କ ପରଲୋକ
 

Odia lyricist Binodini Devi passes away
ଓଡ଼ିଆ ଚଳଚ୍ଚିତ୍ର ଜଗତର ପ୍ରଥମ ମହିଳା ଗୀତିକାର ବିନୋଦିନୀ ଦେବୀଙ୍କ ପରଲୋକ
 

ଓଡ଼ିଆ ଗସିପ୍ ବ୍ୟୁରୋ: ଗୀତିକାର ବିନୋଦିନୀ ଦେବୀଙ୍କ ପରଲୋକ । ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା । ଓଡ଼ିଆ ଚଳଚ୍ଚିତ୍ର ଜଗତର ପ୍ରଥମ ମହିଳା ଗୀତିକାର ଥିଲେ ବିନୋଦିନୀ । ୧୯୬୫ର ମଲାଜହ୍ନ ଚଳଚ୍ଚିତ୍ର ପାଇଁ ଗୀତ ପ୍ରତମକରି ଲେଖିଥିଲେ ଗୀତ । 

ଅଧିକ ପଢ଼ନ୍ତୁ: ୧୭୮ ବର୍ଷ ପରେ ସୂର୍ଯ୍ୟ ପରାଗରେ ଦୁର୍ଲଭ ଯୋଗ, ୩ ରାଶିଙ୍କ ପାଇଁ ଶୁଭ ସମୟ, ଧନଲାଭ ସହ ବଢି଼ବ ବ୍ୟାଙ୍କ ବାଲାନ୍ସ,!

ଓଡ଼ିଆ ଚଳଚ୍ଚିତ୍ରର ଅନେକ ଅବଦାନ ରହିଛି ତାଙ୍କର । ଖୁବ୍ ସୁନ୍ଦରଗୀତ ଦେଇଛନ୍ତି ଓଡ଼ିଆ ସିନେମା ଜଗତକୁ ତାଙ୍କର ଢେର ଅବଦାନ ରହିଛି । ଓଡ଼ିଆ ଚଳଚ୍ଚିତ୍ର ଜଗତର ପ୍ରଥମ ମହିଳା ଗୀତିକାର ବିନୋଦିନୀ ଦେବୀଙ୍କ ପରଲୋକ । ୮୪ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ଓଡ଼ିଆ ଚଳଚ୍ଚିତ୍ର ଜଗତର ପ୍ରଥମ ମହିଳା ଗୀତିକାର ଥିଲେ ବିନୋଦିନୀ ।

ଅଧିକ ପଢ଼ନ୍ତୁ: ଓଏଏସ୍‌‌ ସ୍ତରରେ ଅଦଳ ବଦଳ କଲେ ରାଜ୍ୟ ସରକାର, ଜାଣନ୍ତୁ କେଉଁ ଅଧିକାରୀ କେଉଁଠି ପାଇଲେ ନିଯୁକ୍ତି

୧୯୬୫ ମସିହାର ମଲାଜହ୍ନ ଚଳଚ୍ଚିତ୍ର ପାଇଁ ସେ ଗୀତ ଲେଖିଥିଲେ । ଓଡ଼ିଆ ଶିଶୁ ଗୀତ ଓ ଆଧୁନିକ ଗୀତର ଗୀତିକାର ମଧ୍ୟ ଥିଲେ । ୧୯୩୭ ମସିହାରେ କଟକ ଜିଲ୍ଲା ତିଗିରିଆରେ ଜନ୍ମ ଗ୍ରହଣ କରିଥିଲେ ବିନୋଦିନୀ । ତଅପୋଇ, ଅସ୍ତରାଗ ଚଳଚ୍ଚିତ୍ର ପାଇଁ ରଚନା କରଥିଲେ ଗୀତ । ଏହାସହ ମୁଁ ତୁମେ ଓ ସେ, ଶ୍ରୀ ଜଗନ୍ନାଥ ଓ ଜୟ ଜଗନ୍ନାଥ ପାଇଁ ଗୀତ ଲେଖିଥିଲେ ବିନୋଦିନୀ ଦେବୀ ।

ଅଧିକ ପଢ଼ନ୍ତୁ: ରାହୁ ଗୋଚର ଫଳରେ ସୃଷ୍ଟି ହେବ ଭୟଙ୍କର ପରିସ୍ଥିତି, ଏହି ରାଶିରେ ଲୋକଙ୍କ ଉପରେ ୨୦୨୫ ପର୍ଯ୍ୟନ୍ତ ପଡିବ ପ୍ରଭାବ
 

Share this story