ଆସିଲା ବିଜେଡିର ସପ୍ତମ ତାଲିକା, ୬ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ
 

BJD Announces 7th List Of MLA Candidates For Odisha Assembly Polls
ଆସିଲା ବିଜେଡିର ସପ୍ତମ ତାଲିକା
 

ଓଡ଼ିଆ ଗସିପ୍ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନ ପାଇଁ ସପ୍ତମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା କରିଛି ବିଜୁ ଜନତା ଦଳ। ସୁପ୍ରିମୋ ନବୀନ ପଟ୍ଟନାୟକ ସପ୍ତମ ପର୍ଯ୍ୟାୟରେ ୬ ବିଧାନସଭା ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି।

ହିନ୍ଦୋଳ- ମହେଶ ସାହୁ
ରଘୁନାଥପାଲୀ- ଅର୍ଚ୍ଚନା ବେହେରା
ବାଲିକୁଦା ଏରସମା- ସାରଦା ଜେନା
କାକଟପୁର- ତୁଷାରକାନ୍ତି ବେହେରା
ବାଙ୍ଗିରିପୋଷି- ରଂଜିତା ମାରାଣ୍ଡି
ବରୀ- ବିଶ୍ବରଂଜନ ମଲ୍ଲିକ

ଅଧିକ ପଢନ୍ତୁ : ମନରେ ଦୁଶ୍ଚିନ୍ତା ଓ ଅସ୍ଥିରତା ଦେଖା ଦେବା ସହ ଅର୍ଥାଭାବ ଯୋଗୁଁ ଧାର କରି କାର୍ଯ୍ୟ ତୁଲାଇବେ! ପଢନ୍ତୁ ଏ ସପ୍ତାହର ରାଶିଫଳ…

ସୂଚନାଯୋଗ୍ୟ, ବିଜେଡି ବର୍ତ୍ତମାନ ସୁଦ୍ଧା ସମସ୍ତ ୨୧ ଲୋକସଭା ଓ ୧୪୧ ଟି ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିଛି। ତେବେ ମୋଟ ୧୪୭ ବିଧାନସଭା ଆସନ ମଧ୍ୟରୁ ଆଉ ୬ ବିଧାନସଭା ଆସନରେ ବିଜେଡିର ପ୍ରାର୍ଥୀ ଘୋଷଣା ହୋଇନାହିଁ।

ଅଧିକ ପଢନ୍ତୁ : ଅଚାନକ୍ “ହୃଦଘାତ” ଆସିଲେ କରିବେ କଣ ? ଜାଣିଲେ ଆପଣ ମଧ୍ୟ ବଞ୍ଚାଇପାରିବେ ଜଣଙ୍କ ଜୀବନ

Share this story