୩ ବିଧାନସଭା ପ୍ରାର୍ଥୀ ଘୋଷଣା କଲା BJD, ଖୋର୍ଦ୍ଧାରୁ ଲଢ଼ିବେ ରାଜେନ୍ଦ୍ର କୁମାର ସାହୁ
 

BJD releases list of 3 candidates for Assembly polls in Odisha
୩ ବିଧାନସଭା ପ୍ରାର୍ଥୀ ଘୋଷଣା କଲା BJD
 

ଓଡ଼ିଆ ଗସିପ୍ ବ୍ୟୁରୋ: ଆଗାମୀ ୨୦୨୪ ସାଧାରଣ ନିର୍ବାଚନ ପାଇଁ ଅଷ୍ଟମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା କରିଛି ବିଜୁ ଜନତା ଦଳ। ସୁପ୍ରିମୋ ନବୀନ ପଟ୍ଟନାୟକ ଅଷ୍ଟମ ପର୍ଯ୍ୟାୟରେ ୩ ବିଧାନସଭା ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି।

ଅଧିକ ପଢନ୍ତୁ : ଆପଣଙ୍କୁ ହୋଇଛି କି ଡାଇସେଟିସ୍ ? ଏସବୁ ଲକ୍ଷଣରୁ ଜାଣି ହୋଇଯାଆନ୍ତୁ ସତର୍କ! ନଚେତ୍...ଭୋଗିବେ

ଭୋଗରାଇ: ଗୌତମବୁଦ୍ଧ ଦାସ 

ବେଗୁନିଆ: ପ୍ରଦୀପ କୁମାର ସାହୁ

ଖୋର୍ଦ୍ଧା: ରାଜେନ୍ଦ୍ର କୁମାର ସାହୁ

ସୂଚନାଯୋଗ୍ୟ, ବିଜେଡି ବର୍ତ୍ତମାନ ସୁଦ୍ଧା ସମସ୍ତ ୨୧ ଲୋକସଭା ଓ ୧୪୪ ଟି ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିଛି। ତେବେ ମୋଟ ୧୪୭ ବିଧାନସଭା ଆସନ ମଧ୍ୟରୁ ଆଉ ୩ ବିଧାନସଭା ଆସନରେ ବିଜେଡିର ପ୍ରାର୍ଥୀ ଘୋଷଣା ହୋଇନାହିଁ।

ଅଧିକ ପଢନ୍ତୁ : ୟୁରିକ୍ ଏସିଡ୍‌କୁ ଦୂର କରିବ ଏହି ୩ଟି ଜିନିଷ, ଯନ୍ତ୍ରଣାରୁ ମିଳିବ ମୁକ୍ତି!
 

Share this story