ଆସନ୍ତା ୬ ତାରିଖରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଆସନ୍ତା ୬ ତାରିଖରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ଆସନ୍ତା ୬ ତାରିଖରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ୱର: ନିର୍ବାଚନ ପ୍ରଚାର ପାଇଁ ଆସନ୍ତା ୬ ତାରିଖରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସୁନ୍ଦରଗଡ଼ରେ ଏକ ସାଧାରଣ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ମୋଦିଙ୍କ ଗସ୍ତ ନେଇ ସୂଚନା ଦେଇଛନ୍ତି କେନ୍ଦ୍ର ମନ୍ତ୍ରୀ ଜୁଏଲ୍‌ ଓରାମ । ଏହା ପୂର୍ବରୁ ଆସନ୍ତା ୨ ତାରିଖରେ ମୋଦି କଳାହାଣ୍ଡି ଗସ୍ତରେ ଆସିବା ନେଇ ଚୂଡ଼ାନ୍ତ ହୋଇଛି ।

Share this story