ଏକାମ୍ରରେ ମୁଖ୍ୟମନ୍ତ୍ରୀ ନବୀନଙ୍କ ମେଗା ରୋଡ ଶୋ’, ଜନ ସମୁଦ୍ର ପାଲଟିଲା ଭୁବନେଶ୍ୱର ରାଜରାସ୍ଥା 
 

CM Naveen Patnaik Mega Road Show In Bhubaneswar Ekamra
ଭୁବନେଶ୍ୱର ନବୀନଙ୍କ ମେଗା ରୋଡ ଶୋ
 

ଓଡ଼ିଆ ଗସିପ୍ ବ୍ୟୁରୋ: ଭୁବନେଶ୍ୱର ଏକାମ୍ରରେ ମୁଖ୍ୟମନ୍ତ୍ରୀ ନବୀନଙ୍କ ମେଗା ରୋଡ ଶୋ’ । ମୁଖ୍ୟମନ୍ତ୍ରୀଙ୍କ ମେଗା ରୋଡ ଶୋ’ରେ ହଜାର ହଜାର ଲୋକ ସାମିଲ ହୋଇଛନ୍ତି। ଭୁବନେଶ୍ୱର ରାଜରାସ୍ଥା ପାଲଟିଲା ଜନ ସମୁଦ୍ର। 

ଅଧିକ ପଢନ୍ତୁ : ବ୍ରେନ୍‌ ଟ୍ୟୁମର କଣ ଓ କାହିଁକି ହୁଏ ? ଜାଣନ୍ତୁ କାରଣ ଓ ହେବା ପୂର୍ବରୁ ଶରୀରରେ ଲକ୍ଷଣ

ଏହି ରୋଡ ଶୋ’ ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଚାରିଥିଲେ ଆପଣମାନେ ଖୁସି ତ ? ଆପଣଙ୍କୁ ଆଉ ବିଜୁଳି ବିଲ୍ ଦେବାକୁ ପଡ଼ିବନାହିଁ, ଆପଣ ଖୁସି ତ ବୋଲି ପଚାରିଥିଲେ।

ଅଧିକ ପଢନ୍ତୁ : ହାର୍ଟ ଷ୍ଟ୍ରୋକ୍ ଭଳି ସମସ୍ୟା ନ ହେବା ପାଇଁ ଏହି ୪ ଟି ଜିନିଷ ପ୍ରତି ଦିଅନ୍ତୁ ଧ୍ୟାନ, ଜାଣନ୍ତୁ ଏବଂ ସତର୍କ ରୁହନ୍ତୁ 

 

Share this story