ଆଜି ୨ଟି ଲୋକସଭା କ୍ଷେତ୍ରର ୩ଟି ନିର୍ବାଚନମଣ୍ଡଳିରେ ନବୀନ କରିବେ ହାଇଭୋଲଟେଜ କ୍ଯାମ୍ପେନ

ଓଡ଼ିଆ ଗସିପ୍ ବ୍ୟୁରୋ: ଆଜି କେନ୍ଦୁଝର ଓ ଭଦ୍ରକ ଲୋକସଭା କ୍ଷେତ୍ରରେ ପ୍ରଚାର କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଦୁଇଟି ଲୋକସଭା କ୍ଷେତ୍ରର ତିନିଟି ନିର୍ବାଚନମଣ୍ଡଳିରେ ନବୀନ କରିବେ ହାଇଭୋଲଟେଜ କ୍ଯାମ୍ପେନ ।
ଅଧିକ ପଢନ୍ତୁ : ବ୍ରେନ୍ ଟ୍ୟୁମର କଣ ଓ କାହିଁକି ହୁଏ ? ଜାଣନ୍ତୁ କାରଣ ଓ ହେବା ପୂର୍ବରୁ ଶରୀରରେ ଲକ୍ଷଣ
ପ୍ରଥମେ ସକାଳ ୧୦ଟା ୫୫ରେ କେନ୍ଦୁଝର ନିର୍ବାଚନମଣ୍ଡଳିରେ ମୁଖ୍ଯମନ୍ତ୍ରୀ ପହଞ୍ଚି ପ୍ରଚାର କରିବେ। ବିଶାଳ ଜନସଭାକୁ ଉଦବୋଧନ ଦେବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ।ଏହାପରେ ଆନନ୍ଦପୁର ନିର୍ବାଚନମଣ୍ଡଳିକୁ ଯାଇ ଶଙ୍ଖ ଚିହ୍ନରେ ଆଶୀର୍ବାଦ ଭିକ୍ଷା କରିବେ।
ଅଧିକ ପଢନ୍ତୁ : ବୁଧଙ୍କ ଗୋଚର, ଏହି ୨ଟି ରାଶି ପାଇଁ ଖରାପ ସମୟ! ଜାଣନ୍ତୁ ସେହି ରାଶି ବିଷୟରେ
ପରେ ଭଦ୍ରକ ଜିଲ୍ଲା ଲୋକସଭା କ୍ଷେତ୍ରର ଭଣ୍ଡାରିପୋଖରୀକୁ ଯାଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିବେ ମୁଖ୍ଯମନ୍ତ୍ରୀ। ନବୀନଙ୍କ ପ୍ରଚାର ସଭାରେ ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଏବଂ ଲୋକସଭା ପ୍ରାର୍ଥୀଙ୍କ ସହ ଏହା ଅନ୍ତର୍ଗତ ସମସ୍ତ ବିଧାନସଭା ପ୍ରାର୍ଥୀ ଉପସ୍ଥିତ ରହିବେ।
ଅଧିକ ପଢନ୍ତୁ : ହାର୍ଟ ଷ୍ଟ୍ରୋକ୍ ଭଳି ସମସ୍ୟା ନ ହେବା ପାଇଁ ଏହି ୪ ଟି ଜିନିଷ ପ୍ରତି ଦିଅନ୍ତୁ ଧ୍ୟାନ, ଜାଣନ୍ତୁ ଏବଂ ସତର୍କ ରୁହନ୍ତୁ