ନବୀନଙ୍କ ଫୋକସରେ ପଶ୍ଚିମ ଓଡ଼ିଶା, ଆଜି ରାଉରକେଲା ଓ ଦେବଗଡ଼ରେ କରିବେ ପ୍ରଚାର
 

CM Naveen To Hold Marathon Campaigns In western odisha today
ନବୀନଙ୍କ ଆଜି ଆଜି ରାଉରକେଲା ଓ ଦେବଗଡ଼ରେ ପ୍ରଚାର
 

ଓଡ଼ିଆ ଗସିପ୍ ବ୍ୟୁରୋ: ନବୀନଙ୍କ ଫୋକସରେ ପଶ୍ଚିମ ଓଡ଼ିଶା। ଆଜି ପଶ୍ଚିମ ଓଡ଼ିଶାର ଦୁଇ ଲୋକସଭା କ୍ଷେତ୍ରରେ ହାଇଭୋଲଟେଜ ପ୍ରଚାର କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସୁନ୍ଦରଗଡ଼ ଲୋକସଭା କ୍ଷେତ୍ରର ରାଉରକେଲା ଓ ସମ୍ବଲପୁର ଲୋକସଭା କ୍ଷେତ୍ରର ଦେବଗଡ଼ରେ କ୍ଯାମ୍ପେନ କରିବେ ନବୀନ।

ଅଧିକ ପଢନ୍ତୁ : ଏହି ୬ ଟି ଖାଦ୍ୟ ବଢ଼ାଉଛି ଡାଇବେଟିସ୍ ହୋଇଯାଆନ୍ତୁ ସାବଧାନ! ନଚେତ୍... 

ଦଳୀୟ ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କ ପାଇଁ ମାଗିବେ ଆଶୀର୍ବାଦ। ଦିନ ୧୧ଟା ୨୫ରେ ମୁଖ୍ଯମନ୍ତ୍ରୀ ରାଉରକେଲା ଏୟାରପୋର୍ଟରେ ପହଞ୍ଚିବେ। ସେଠାରୁ ଏୟାରପୋର୍ଟ ସାମ୍ନାରେ ଥିବା ପଡ଼ିଆରେ ବିଶାଳ ଜନସଭାକୁ ଉଦବୋଧନ ଦେବେ। 

ଅଧିକ ପଢନ୍ତୁ : କିଡନୀକୁ ସୁସ୍ଥ ରଖିବାକୁ ଚାହୁଁଛନ୍ତି କି ? ତେବେ ପ୍ରତିଦିନ ଖାଆନ୍ତୁ ଏହିସବୁ ଖାଦ୍ୟ

ସେଠାରୁ ଦେବଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀର ପ୍ରଧାନପାଟ ଜଳପ୍ରପାତ ନିକଟରେ ସାଧାରଣ ସଭାରେ ଯୋଗଦେଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଆଶୀର୍ବାଦ ମାଗିବେ। ଏହାପରେ ଛେଣ୍ଡିପଦା ଓ ଆଠମଲ୍ଲିକରେ ବି ପ୍ରଚାର କରିବେ ମୁଖ୍ଯମନ୍ତ୍ରୀ। ପ୍ରଚାର ସଭାରେ ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କ ସହ ସମସ୍ତ ପ୍ରାର୍ଥୀ ବି ଜନତାଙ୍କୁ ଆଶୀର୍ବାଦ ମାଗିବେ।

ଅଧିକ ପଢନ୍ତୁ : କୌଣସି ବିଷୟକୁ ନେଇ ଚିନ୍ତାରେ ରହିବା ସହ ସମସ୍ୟା ଘେରରେ ରହିବେ ଏହି ରାଶି ଲୋକ! ପଢନ୍ତୁ ଏ ସପ୍ତାହର ରାଶିଫଳ

Share this story